Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୂଆପଡା ଉପ ନିର୍ବାଚନ:ପ୍ରାର୍ଥୀ ଘୋଷଣା କରିବାରେ ଆଗରେ କଂଗ୍ରେସ

Published October 8, 2025 ରାଜନୀତି
SHARE

ଓଡ଼ିଶା ଲେଖା ଅଫିସ: ନୂଆପଡା ଉପ ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେବାରେ ଲାଗିଛି ରାଜ୍ୟ ରାଜନୀତି । ନୂଆପଡା ରାଜନୀତି ପାଇଁ ଚିନ୍ତାରେ ରାଜ୍ୟ ସ୍ତରୀୟ ନେତା । କାହା ଦଖଲ ଯିବ ନୂଆପଡା ନିର୍ବାଚନ ମଣ୍ଡଳୀ ତାକୁ ନେଇ ଚାଲିଛି ଅଙ୍କକଷା । ତେବେ ସବୁଠୁ ଆଗରେ ଅଛି କଂଗ୍ରେସ । ନୂଆପଡାରେ କାହାକୁ ପ୍ରାର୍ଥୀ କରିବ ଓ କିଏ ବିଜୟୀ ହେବ ତାକୁ ନେଇ ବିଜେଡ଼ି, ବିଜେପି ଓ କଂଗ୍ରେସ ଦଳରେ ଅଙ୍କ କଷା ଚାଲିଥିବା ବେଳେ କଂଗ୍ରେସ ଆଗକୁ ପାଦେ ଆସି ନୂଆପଡା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । କଂଗ୍ରେସ ଦଳ 2024 ସାଧାରଣ ନିର୍ବାଚନରେ ଯାହା ଉପରେ ଆଶା ନକରି ଟିକେଟ ଦେଇନଥିଲା ତାଙ୍କ ଉପରେ ଉପ ନିର୍ବାଚନରେ ଭରସା ରଖି ନିର୍ବାଚନକୁ ଓହ୍ଲାଇଛି । ଘାସିରାମ ମାଝୀଙ୍କୁ କଂଗ୍ରେସ ନୂଆପଡା ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଭାବେ ନାମ ଘୋଷଣା କରିଛି । ସେପଟେ ବିଜେଡ଼ି ଓ ବିଜେପି ଦଳରେ କାହାକୁ ଦଳୀୟ ସୁପ୍ରିମୋ ଭରସା କରି ନୂଆପଡା ନିର୍ବାଚନ ମୈଦାନକୁ ଓହ୍ଲାଇବେ ତାକୁ ନେଇ ଚାଲିଛି ଚର୍ଚ୍ଚା ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 8, 2025 October 8, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜନୀତି

୮ ଅକ୍ଟୋବର ଓଡ଼ିଶା ବନ୍ଦ ପାଇଁ ନୟାଗଡ଼ରେ ଇଣ୍ଡିଆ ମେଣ୍ଟର ପ୍ରସ୍ତୁତି ବୈଠକ:୩ରେ ବ୍ଲକସ୍ତରୀୟ ବୈଠକ, ୬ରେ ପଦଯାତ୍ରା ଓ ୭ରେ ମଶାଲ ଶୋଭାଯାତ୍ରା

Odisha Lekha October 2, 2026
ରାଜନୀତି

ବିଜେଡିର ମିଡିଆ ସେଲ୍ ପୁନର୍ଗଠିତ:ବିଭିନ୍ନ ଦାୟିତ୍ୱରେ  ନେତାଙ୍କୁ ନୂଆ ନିଯୁକ୍ତି:ଅରୁଣଙ୍କୁ ମିଳିଲା ମୁଖ୍ୟ ସଂଯୋଜକ ଦାୟୀତ୍ୱ

Odisha Lekha October 2, 2026
ରାଜନୀତିରାଜ୍ୟ ଖବର

୮ତାରିଖରେ ଓଡ଼ିଶା ବନ୍ଦ ଡାକରା: କଂଗ୍ରେସ

Odisha Lekha September 29, 2026
ରାଜନୀତିରାଜ୍ୟ ଖବର

ଦେହରେ ଜୀବନ ଥିବା ପର୍ଯ୍ୟନ୍ତ ଓଡ଼ିଶାବାସୀଙ୍କ ପାଇଁ ଲଢ଼େଇ ଜାରି ରହିବ:ନବୀନ

Odisha Lekha September 28, 2026
ଆଞ୍ଚଳିକ ଖବରରାଜନୀତି

ସ୍ୱାଭିମାନର ଗାଁ ବରକୋଳି ପାଟଣା:ଗାଁରେ ବିଜେଡ଼ିର ସାଙ୍ଗଠନିକ ବୈଠକ

Odisha Lekha September 27, 2026
ରାଜନୀତି

ଗଢ଼ା ହେଲା ବ୍ଲକ ଓ ନଗର ସଭାପତି:ସୁଦୃଢ ହେବ ବିଜୁ ମହିଳା ଜନତା ଦଳର ସଂଗଠନ

Odisha Lekha September 26, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?