Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଅଳିଆଗଦାରେ ଫୁଟିଲା ବାଣ:ଜଣେ ୮ବର୍ଷର ଶିଶୁ ଗୁରୁତର

Published October 12, 2025 ଦୁର୍ଘଟଣା
SHARE

ନୟାଗଡ଼, (ଓଡ଼ିଶା ଲେଖା): ଅଳିଆଗଦା ପୋଡିବାବେଳେ ବାଣ ଫୁଟି ଜଣେ ୮ବର୍ଷର ଶିଶୁ ଗୁରୁତର । ଗୁରୁତର ଶିଶୁ ଚାନ୍ଦୁ ବାହୁକକୁ କଟକ ସ୍ଥାନାନ୍ତର । ଏଭଳି ଘଟଣା ଘଟିଛି ନୟାଗଡ ସଦରଥାନା ଗୁପ୍ତପଲ୍ଲି ଗାଁରେ। ସୂଚନାନୁସାରେ, ସଦର ଥାନା ଅନ୍ତର୍ଗତ ଗୁପ୍ତପଲ୍ଲି ଗାଁର ବିଶ୍ବନାଥ ବାହୁକଙ୍କ ପୁଅ ଚାନ୍ଦୁ ସକାଳେ ଗାଁ ଦାଣ୍ଡରେ ଖେଳୁଥିବା ସମୟରେ ଅଳିଆଗଦାରେ ଡିଆସିଲି ଲଗାଇ ଦେଇଥିଲେ । ଏହି ସମୟରେ ହଠାତ୍ ଏକ ବିସ୍ଫୋରଣ ହୋଇଥିଲା ।

ଅଳିଆଗଦାରେ କେହି ବାଣ ପକାଇଥିଲା ଏବଂ ତାହା ଫୁଟିଗଲା ବୋଲି ସ୍ଥାନୀୟବାସିନ୍ଦା କହିଛନ୍ତି । ବିସ୍ଫୋରଣ ଫଳରେ ଶିଶୁଟିର ମୁହଁ ଏବଂ ଦୁଇ ହାତ ପୋଡିଯାଇଥିବା ଡାକ୍ତର କହିଛନ୍ତି । ଅବସ୍ଥା ଗୁରୁତର ଥିବାରୁ ଶିଶୁଟିକୁ ନୟାଗଡ ମେଡିକାଲରୁ କଟକ ଏସସିବିକୁ ସ୍ଥାନାନ୍ତର କରିଯାଇଛି । ଅଳିଆଗଦାରେ କୌଣସି ଏକ ବଡ ବାଣ ରହିଥିବା ଅନୁମାନ କରାଯାଉଛି । ତେବେ ସେଠାକୁ ବାଣ କିଭଳି ଆସିଲା ତାହା ସନ୍ଦେହ ସୃଷ୍ଟି କରିଛି । ସଦର ଥାନା ପୋଲିସ ଅନୁସନ୍ଧାନ ଆରମ୍ଭ କରିଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 12, 2025 October 12, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଦୁର୍ଘଟଣା

ପୋଖରୀରେ ବୁଡ଼ି ନାବାଳିକା ମୃତ:ଗାଁରେ ଶୋକାକୁଳ ପରିସ୍ଥିତି

Odisha Lekha October 3, 2026
ଦୁର୍ଘଟଣା

ବାଣିଗୋଚ୍ଛା ନିକଟରେ ‘ସାରଳା’ ବସ୍ ଦୁର୍ଘଟଣା

Odisha Lekha October 1, 2026
ଜିଲ୍ଲା ଖବରଦୁର୍ଘଟଣା

ସେଲ୍ଫି ହେଲା କାଳ! ସିଧାମୂଳା ବ୍ରିଜରୁ ଖସି ମହାନଦୀରେ ଯୁବକ ନିଖୋଜ

Odisha Lekha September 25, 2026
ଦୁର୍ଘଟଣା

ଦେଓଝର ରାସ୍ତାରେ ବାଇକ ଦୁର୍ଘଟଣା:ଜଣେ ଯୁବକଙ୍କ ମୃତ୍ୟୁ, ଜଣେ ଗୁରୁତର

Odisha Lekha September 9, 2026
ଦୁର୍ଘଟଣା

ଦେଓଝରରେ ଅଘଟଣ:ପଥରରେ ପଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

Odisha Lekha September 5, 2026
ଜିଲ୍ଲା ଖବରଦୁର୍ଘଟଣା

ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ: ଡ୍ରାଇଭର ମୃତ, ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

Odisha Lekha September 4, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?