Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

୧୧ନମ୍ୱର ୱାର୍ଡ଼ର ସମୀକ୍ଷା ବୈଠକ

Published October 13, 2025 ସ୍ୱତନ୍ତ୍ର ଖବର
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୟାଗଡ ପୌର ପରିଷଦ ଅନ୍ତର୍ଗତ ୧୧ନମ୍ୱର ୱାର୍ଡ଼ର ସମୀକ୍ଷା ବୈଠକ ବାରମାସୀ ଦଣ୍ଡା କଲ୍ୟାଣ ମଣ୍ଡପ ପରିସରରେ ଅନଷ୍ଠିତ ହୋଇଯାଇଛି। ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁଙ୍କ ପରାମର୍ଶ କ୍ରମେ ୧୧ନମ୍ୱର କାଉନସିଲର ଅକ୍ଷୟ କୁମାର ବିଶ୍ବାଳଙ୍କ ସଭାପତିତ୍ଵରେ ଆୟୋଜିତ ସମୀକ୍ଷା ବୈଠକରେ ୧୧ନମ୍ୱର ୱାର୍ଡ଼ରେ ଥିବା ସମସ୍ତ କଲୋନୀର ମୁଖିଆ ମାନେ ସାମିଲ ହୋଇଥିଲେ । ଉକ୍ତ ବୈଠକରେ ଯାହାର ଯେଉଁ କଲୋନୀରେ ସମସ୍ୟା ଅଛି ସେ, ସଂପର୍କରେ ଆଲୋଚନା କରିଥିଲେ ।ବିକାଶ ଆମ ପାଇଁ ସାଧନା। ପ୍ରତିଟି ପାଦରେ ପ୍ରଗତିର ସଂକଳ୍ପ ନେଇ ଚାଲିଛୁ, ଚାଲୁଛୁ ଆଉ ଚାଲିଥିବୁ। ଶ୍ରେଷ୍ଠ ନୟାଗଡ଼ ଗଠନ ହିଁ ଆମରି ଲକ୍ଷ୍ୟ ଆଉ ପ୍ରତିବଦ୍ଧତା। ବାଟ ମଙ୍ଗଳା ମନ୍ଦିର ନିର୍ମାଣ ଏବଂ ପ୍ରତ୍ୟେକ ସାହିର ରାସ୍ତା ଘାଟର ଉନ୍ନତିକରଣ ବିଷୟରେ ଆଲୋଚନା କରାଯାଇଥିଲା । ପରିଶେଷରେ କାଉନସିଲର ଶ୍ରୀ ବିଶ୍ଵାଳ ଉପସ୍ଥିତ ଥିବା ସମସ୍ତ କଲୋନୀବାସୀଙ୍କୁ କୃତଜ୍ଞତା ଜଣାଇଥିଲେ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 13, 2025 October 13, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜରେ ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କ ଶପଥ ଗ୍ରହଣ ଉତ୍ସବ: ଛାତ୍ରଛାତ୍ରୀଙ୍କ ସମସ୍ୟା ସମାଧାନ ଓ ମହାବିଦ୍ୟାଳୟର ବିକାଶ ପାଇଁ ନେଲେ ଶପଥ
ଜିଲ୍ଲା ଖବର
କୃଷ୍ଣ ଗୌରାଙ୍ଗ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରସ୍ତୁତି ବୈଠକ ନୈରାଶ୍ୟଜନକ
ଆଞ୍ଚଳିକ ଖବର
ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା
ସ୍ୱତନ୍ତ୍ର ଖବର
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସଜାଗ ହେବେ ଦଳଡିଆଁ ନେତା ! ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଦେଲା ରାଜନୈତିକ ବାର୍ତ୍ତା,ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଢ଼ିଲା ଚର୍ଚ୍ଚା

Odisha Lekha October 16, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ମାଟିରେ ସ୍ୱାଧୀନତା ସଂଗ୍ରାମର ଅମର ଗାଥା:ଅକ୍ଟୋବର ୧୦ରେ ସହିଦ ହୋଇଥିଲେ ଆଦିବାସୀ ନେତା କଷ୍ଟି ଡାକୁଆ

Odisha Lekha October 10, 2026
ସ୍ୱତନ୍ତ୍ର ଖବର

ସ୍ୱାଧୀନତାର ୮୦ ବର୍ଷ – ଆମେ କେଉଁଠି ?

Odisha Lekha October 4, 2026
ସ୍ୱତନ୍ତ୍ର ଖବର

ନୟାଗଡ଼ର ଦୁଇ ପୂର୍ବତନ ଏସ୍‌ପିଙ୍କ ଭିନ୍ନ ଅନ୍ଦାଜ:ଜଣଙ୍କ କଠୋର ଅପରାଧ ଦମନ, ଆଉ ଜଣଙ୍କ ଲୋକସମ୍ପର୍କ ଓ ମାନବିକତା

Odisha Lekha October 1, 2026
ସ୍ୱତନ୍ତ୍ର ଖବର

ପାର୍ବଣ ଋତୁରେ ‘ଓଡ଼ିଶା ଲେଖା’ର ପୂଜା ଧମାକା :ଆସୁଛି ଲକି ଡ୍ର କୂପନ:୩୦ ଜଣ ଭାଗ୍ୟଶାଳୀ ବିଜେତାଙ୍କୁ ମିଳିବ ଆକର୍ଷଣୀୟ ପୁରସ୍କାର

Odisha Lekha September 25, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ନୟାଗଡ଼ର ସୂର୍ଯ୍ୟୋଦୟ

Odisha Lekha September 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?