Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଭୁବନେଶ୍ୱର ଏମ୍ସ କର୍ମଚାରୀଙ୍କୁ ଗୁଳିକରି ହତ୍ୟା

Published October 13, 2025 ଅପରାଧ
Oplus_16908288
SHARE

ଓଡ଼ିଶା ଲେଖା ଅଫିସ୍: ଭୁବନେଶ୍ଵରରେ ଫୁଟିଲା ଗୁଳି । ସକାଳୁ ସକାଳୁ ଭୁବନେଶ୍ୱରରେ ଅଘଟଣ । ଜଣେ ବ୍ୟକ୍ତିକୁ ଦୃବୁତ୍ ମାନେ ଗୁଳି କରି ହତ୍ୟା କରିଛନ୍ତି । ହତ୍ୟାର ଶିକାର ହୋଇଥିବା ବ୍ୟକ୍ତି ଜଣଙ୍କ ହେଲେ ଭୁବନେଶ୍ଵର ଏମ୍ସ ହସ୍ପିଟାଲର କର୍ମଚାରୀ ସୁଧାଂଶୁ ଖୁଣ୍ଟିଆ । ସୂଚନାନୁସାରେ, ସୁଧାଂଶୁ ଖୁଣ୍ଟିଆ ହସ୍ପିଟାଲରୁ ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ସରକନ୍ତରା ଠାରେ କିଛି ଦୃବୁତ ସ୍କୁଟିରେ ଆସି ତାଙ୍କ ଉପରକୁ ଗୁଳି ମାଡ଼ କରି ଫେରାର ହୋଇଯାଇଥିଲେ । ଘଟଣା ସ୍ଥଳରେ ସୁଧାଂଶୁ ରକ୍ତ ଯୁଡୁବୁଡୁ ଅବସ୍ଥାରେ ସ୍ଥାନୀୟ ଲୋକ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ହସ୍ପିଟାଲରେ ଡାକ୍ତର ସୁଧାଂଶୁଙ୍କୁ ମୃତ ଘୋଷଣା କରିଛନ୍ତି । ପୋଲିସ ପହଞ୍ଚି ସୁଧାଂଶୁଙ୍କ ମୃତ ଶରୀର ଜବତ୍ କରିଛି । କିଏ ଓ କାହିଁକି ସୁଧାଂଶୁଙ୍କୁ ଗୁଳି କଲା, ନା ଏହା ପଛରେ ଆଉ କଣ ରହିଛି ହତ୍ୟାକାଣ୍ଡର ରହସ୍ୟ । ପୋଲିସ ତଦନ୍ତ ଆରମ୍ଭ କରିଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 13, 2025 October 13, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଅପରାଧଜିଲ୍ଲା ଖବର

ଚାହା ପାଇଁ ଛାତ୍ରଙ୍କୁ ଲହୁଲୁହାଣ ମାଡ଼ :ସୁପରିଟେଣ୍ଡେଣ୍ଟଙ୍କ ନାମରେ ଅଭିଯୋଗ

Odisha Lekha September 26, 2026
ଅପରାଧଜିଲ୍ଲା ଖବର

ହୋଟେଲ ଛାତରୁ ଡେଇଁ ବୟସ୍କ ବ୍ୟକ୍ତିଙ୍କ ଆତ୍ମହତ୍ୟା

Odisha Lekha September 25, 2026
ଅପରାଧ

୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ:୨ଟି ଗାଡ଼ି ଜବତ, ୩ ଅଭିଯୁକ୍ତ ଗିରଫ

Odisha Lekha September 22, 2026
ଅପରାଧ

ବାଟୋଇଙ୍କ ଠାରୁ ଲୁଟ ଉଦ୍ୟମ ପଣ୍ଡ, ୭ ଗିରଫ

Odisha Lekha September 22, 2026
ଅପରାଧ

ଯୌତୁକ ନିର୍ଯାତନାରୁ ବୋହୂର ମୃତ୍ୟୁ :ଶାବଳରେ ତଣ୍ଟି ଚିପି ହତ୍ୟା ଅଭିଯୋଗ; ଶାଶୁ ଅଟକ, ସ୍ୱାମୀ ଓ ଶଶୁର ଫେରାର

Odisha Lekha September 19, 2026
ଅପରାଧ

ନକଲି ମଦ ଜବତ, ୪ ଗିରଫ

Odisha Lekha September 13, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?