Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ନବ ପଦୋନ୍ନତୀ ଏସଆଇ

Published October 13, 2025 ସ୍ୱତନ୍ତ୍ର ଖବର
Oplus_16908288
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୂଆ କରି ପଦୋନ୍ନତୀ ପାଇଥିବା ଏସଆଇ ଆଜି ନୟାଗଡ ଆରକ୍ଷୀ ଅଧିକ୍ଷକଙ୍କୁ ସାକ୍ଷାତ କରିଥିବା ଜଣାପଡ଼ିଛି । ରାଜ୍ୟ ସରକାର ଦୁଇ ଦିନ ତଳେ ୪୨୭ ଜଣ ଏସ୍‌ଆଇଙ୍କୁ ଆଇଆଇସି ପଦକୁ ପଦୋନ୍ନତୀ କରିଛନ୍ତି । ଏହି ପଦୋନ୍ନତୀ ତାଲିକାରେ ୪୨୭ଜଣଙ୍କ ମଧ୍ୟରୁ ନୟାଗଡ଼ ଜିଲ୍ଲାରେ କାର୍ଯ୍ୟରତ ୧୧ ଜଣ ଏସ୍‌ଆଇ ପଦୋନ୍ନତୀ ପାଇଛନ୍ତି । ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ସଞ୍ଜୟ କୁମାର ପରିଡ଼ା, କାର୍ଯ୍ୟରତ ଏସ୍‌ଆଇ ଶ୍ରଦ୍ଧା ନାୟକ, ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡିରେ କାର୍ଯ୍ୟରତ ଏସ୍‌ଆଇ ଧର୍ମେନ୍ଦ୍ର ଶିଆଳ, ରାଜସୁନାଖଳା ଫାଣ୍ଡିରେ କାର୍ଯ୍ୟରତ ଏସ୍‌ଆଇ ପ୍ରୀତିପ୍ରକାଶ ମହାନ୍ତି, ରଣପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ସ୍ନେହଲତା ପ୍ରଧାନ,ରଣପୁର ଥାନାରେ କାର୍ଯ୍ୟରତ କୃତ୍ତିବାସ ହରିଚନ୍ଦନ, ନୟାଗଡ଼ ଟାଉନଥାନାରେ କାର୍ଯ୍ୟରତ ଏସ୍‌ଆଇ ଶିବା ରଞ୍ଜନ ସିଙ୍ଗା, ଟାଉନଥାନାରେ କାର୍ଯ୍ୟରତ ଏସ୍‌ଆଇ ସନ୍ତୋଷ କୁମାର ଦାଶ, ନୟାଗଡ଼ ଦଶପଲ୍ଲା ଥାନା ଭାରପ୍ରାପ୍ତ ଅଧିକାରୀ ତଥା ଏସ୍‌ଆଇ ବିନୟ ରଞ୍ଜନ ପରିଡ଼ା, ନୂଆଗାଁ ଥାନା ମହୀପୁର ଫାଣ୍ଡିରେ କାର୍ଯ୍ୟରତ ଏସ୍‌ଆଇ ବିରଞ୍ଚି ନାରାୟଣ ଅମାତ, ଖଣ୍ଡପଡ଼ା ଥାନାରେ କାର୍ଯ୍ୟରତ ଏସ୍‌ଆଇ ଗୋପବନ୍ଧୁ ମଲ୍ଲିକ ପ୍ରମୂଖ ଆଇଆଇସି ପଦକୁ ପଦୋନ୍ନତୀ ମିଳିଥିବା ସୂଚନା ମିଳିଛି । ନୂଆ କରି ପଦୋନ୍ନତୀ ପାଇଥିବା ୧୧ଜଣ ପୁଲିସ ଅଧିକାରୀ ନୟାଗଡ଼ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 13, 2025 October 13, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର
ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ଅଭିଯୋଗ;ଖୁବ୍‌ଶୀଘ୍ର ୪ ଜଣ ଡାକ୍ତରଙ୍କ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ:ବିଧାୟକ
ଆଞ୍ଚଳିକ ଖବର ସ୍ବାସ୍ଥ୍ୟ
“ସହର ଆମର, ସମ୍ପତ୍ତି ଆମର;ସ୍ୱଚ୍ଛତା ଓ ସୁରକ୍ଷା ଦାୟିତ୍ୱ ମଧ୍ୟ ଆମର”:ଅରୁଣ
ଜିଲ୍ଲା ଖବର
ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ସ୍ୱତନ୍ତ୍ର ଖବର

ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ

Odisha Lekha August 31, 2026
ସ୍ୱତନ୍ତ୍ର ଖବର

ସମ୍ପାଦକୀୟ:ପ୍ରଥମ ବର୍ଷରେ ‘ଓଡ଼ିଶା ଲେଖା’

Odisha Lekha August 15, 2026
ସ୍ୱତନ୍ତ୍ର ଖବର

ମେଧାବୀ ଛାତ୍ରୀ ରଶ୍ମିତାଙ୍କୁ ପୁନଃ ରୋଟାରୀ କ୍ଲବର ସହାୟତା

Odisha Lekha August 7, 2026
ସ୍ୱତନ୍ତ୍ର ଖବର

ଅଗଷ୍ଟ ୫ରେ ଆସନ୍ତୁ:ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରନ୍ତୁ:ସାମ୍ବାଦିକ ଭବନ

Odisha Lekha August 2, 2026
ସ୍ୱତନ୍ତ୍ର ଖବର

ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର ମାରାଥନ ଉଦଘାଟନ: ମାଡ଼ ଖାଇଲା ଓଡ଼ିଆ ଅସ୍ମିତା:ଜୋତା ପିନ୍ଧି ନଡ଼ିଆ ଭାଙ୍ଗିଲେ ସାଂସଦ

Odisha Lekha July 19, 2026
ସ୍ୱତନ୍ତ୍ର ଖବର

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ‘ରଥପାଇଁ ଗଛଟିଏ’ କାର୍ଯ୍ୟକ୍ରମ:ଗଛ ଲଗାଇବା ପାଇଁ ସଂକଳ୍ପ ନେଲେ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ଅଭିଭାବକ

Odisha Lekha July 15, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?