Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୂଆପଡ଼ା ଉପ ନିର୍ବାଚନ: ବିଜେପି ପ୍ରାର୍ଥୀ ହେଲେ ଜୟ ଢୋଲକିଆ

Published October 15, 2025 ରାଜନୀତି
Oplus_16908288
SHARE

ଓଡ଼ିଶା ଲେଖା ଅଫିସ୍: ନୂଆପଡ଼ା ଉପ ନିର୍ବାଚନ ଉପରେ ସାରା ରାଜ୍ୟର ନଜର । ଉପ ନିର୍ବାଚନ ଯେତିକି ପାଖେଇ ଆସୁଛି, ସେତିକି ସରଗରମ ହେବାରେ ଲାଗିଛି ରାଜ୍ୟ ରାଜନୀତି । ଉପ ନିର୍ବାଚନ ପାଇଁ କସରତ ଆରମ୍ଭ କରିଦେଇଥିବା ବେଳେ କଂଗ୍ରେସ୍ ପ୍ରଥମେ ନୂଆପଡ଼ା ଉପ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲା । ପଛରେ ପଡ଼ିଯାଇଛି ବିଜେପି ଓ ବିଜେଡ଼ି । ବିଜେପି ଆଜି ଜୟ ଢୋଲକିଆକୁ ବିଧାୟକ ପ୍ରାର୍ଥୀ ଘୋଷଣା କରିଛି । ପୁରା ପଛରେ ପଡ଼ିଛି ବିଜେଡ଼ି । ଆଜି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ୧ସେଟ୍ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ବର୍ତ୍ତମାନ ଶୁଦ୍ଧା ବିଜେଡ଼ି କାହାକୁ ପ୍ରାର୍ଥୀ କରିବ ତାକୁ ନେଇ ଚାଲିଛି ଚର୍ଚ୍ଚା ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 15, 2025 October 15, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଯତ୍ନ ଓ ସୁରକ୍ଷା ଆବଶ୍ୟକ ଶିଶୁଙ୍କ ପାଇଁ ଶିକ୍ଷଣୀୟ କ୍ଷେତ୍ର ପରିଦର୍ଶନ
ଜିଲ୍ଲା ଖବର
ନାଟୁଗାଁରେ ମୁକୁଳା ପଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର: ଟିପିସିଓଡିଏଲ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଚିଠି ଲେଖିଲେ ଅରୁଣ
ଆଞ୍ଚଳିକ ଖବର
ବରିଷ୍ଠ ଆଇନଜୀବୀ ଜୟଦେବ ନାୟକଙ୍କ ବିୟୋଗରେ ନୟାଗଡ଼ ଜିଲ୍ଲା ଓକିଲ ସଂଘର ଶୋକସଭା
ଆଞ୍ଚଳିକ ଖବର
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜନୀତିରାଜ୍ୟ ଖବର

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ

Odisha Lekha August 30, 2026
ରାଜନୀତିରାଜ୍ୟ ଖବର

ଅପାରଗ ଜିଲ୍ଲା ପ୍ରଶାସନ:ଜିଲ୍ଲା ପରିଷଦ ସଦସ୍ୟଙ୍କୁ ସରକାରୀ କାର୍ଯ୍ୟକ୍ରମରେ ନିମନ୍ତ୍ରଣ, ଅନ୍ୟପଟେ ଥାନାରେ ଅଟକ ରଖିବାକୁ ନିର୍ଦ୍ଦେଶ: ଥାନା ସମ୍ମୁଖରେ ବିଜେଡ଼ି ନେତା ଓ କର୍ମୀଙ୍କ ଧାରଣା

Odisha Lekha August 28, 2026
ଜିଲ୍ଲା ଖବରରାଜନୀତିଶିକ୍ଷା ଓ ନିଯୁକ୍ତି

ଯୁବ-ଛାତ୍ର ବିଜେଡି ଓ ଅଭିଭାବକଙ୍କ ପକ୍ଷରୁ ଶିକ୍ଷା ଅଧିକାର ସମାବେଶ:ନୟାଗଡ଼ରେ ଅରୁଣଙ୍କ ରଣହୁଙ୍କାର:ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି

Odisha Lekha August 2, 2026
ରାଜନୀତି

ତେଲ ମାଲିସ୍ ନେତା ନେତ୍ରୀଙ୍କୁ କେବେ ମିଳିବ ସୁଯୋଗ ?

Odisha Lekha July 14, 2026
ରାଜନୀତି

ବିଜେପି ନେତ୍ରୀଙ୍କ ଜାଲି ଦସ୍ତଖତ ପ୍ରସଙ୍ଗ:ପ୍ରତିକ୍ରିୟା ରଖିଲେ କଂଗ୍ରେସର ଜିଲ୍ଲା ସଭାପତି

Odisha Lekha July 6, 2026
ରାଜନୀତି

ମାନବିକତା ଦେଖାଇଲେ ବ୍ଲକ୍ ଉପାଧ୍ୟକ୍ଷା:ସ୍ଥଗିତ ରହିଲା ଅହୋରାତ୍ର ଧାରଣା

Odisha Lekha June 16, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?