Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନଭେମ୍ବର ୩ରୁ ରୋଟାରୀ କ୍ଳବର ମାଗଣା କୃତ୍ରିମ ଅଙ୍ଗରୋପଣ ଶିବିର

Published October 15, 2025 ସ୍ବାସ୍ଥ୍ୟ
SHARE

ନୟାଗଡ଼, (ଓଡ଼ିଶା ଲେଖା): ରୋଟାରୀ କ୍ଲବ ନୟାଗଡ଼ ଏବଂ ରୋଟାରି କ୍ଲବ ଅଫ ବ୍ରହ୍ମପୁର ଇଷ୍ଟର ମିଳିତ ଆନୁକୂଲ୍ୟରେ, ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ,  ବିଜୁ ମହାବୀର ଫୁଟ୍ ସେଣ୍ଟର, ଖେlର୍ଦ୍ଧାଙ୍କ ସହଭାଗିତାରେ ନୟାଗଡ ରୋଟାରୀ କ୍ଲବ ପରିସରରେ ଭିନ୍ନକ୍ଷମଙ୍କ ପାଇଁ ମାଗଣାରେ କୃତ୍ରିମ ଅଙ୍ଗ ରୋପଣ ଶିବିର ଆୟୋଜନ କରାଯାଉଛି । ଏହି କ୍ରମରେ ନୟାଗଡଠାରେ ନଭେମ୍ବର ୩ ରୁ ୭ତାରିଖ ପର୍ଯ୍ୟନ୍ତ ଆୟୋଜନ କରାଯିବ । ଏହି ଶିବିରରେ  କୃତ୍ରିମ ଅଙ୍ଗ ଯଥା -ଗୋଡ଼ ଓ ହାତ ସହ ଆଶା ବାଡି ଓ  ଶ୍ରବଣ ଯନ୍ତ୍ର ମାଗଣାରେ  ଯୋଗାଇଦିଆଯିବ  ।

ଏହି ମହତ କାର୍ଯ୍ୟରେ ସମାଜର ସବୁ ବର୍ଗର ଜନ ସାଧାରଣଙ୍କୁ ସହଯୋଗ, କରିବା ପାଇଁ  ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ଏହି ସାମ୍ବାଦିକ ସମ୍ମିଳନୀକୁ  ରୋଟାରୀ କ୍ଲବ ନୟାଗଡ଼ର ସଭାପତି ବସିରନ ବିବି, ରୋଟାରୀ ଜିଲ୍ଲା ୩୨୬୨ର ଭିନ୍ନକ୍ଷମ ପ୍ରୋଜେକ୍ଟ ଚେୟାରମ୍ୟାନ ରୋଟାରିଆନ ଅଜିତ କୁମାର ପୃଷ୍ଟି , ଅଙ୍ଗ ରୋପଣ କାର୍ଯ୍ୟକ୍ରମର ଚେୟାରମ୍ୟାନ ପ୍ରବୀର କୁମାର ପୃଷ୍ଟି, ରୋଟାରୀ କ୍ଲବ ନୟାଗଡ଼ର ସଂପାଦକ ଅବିନାଶ ସାହୁ ଏବଂ ବ୍ରହ୍ମପୁର ରୋଟାରୀ କ୍ଲବ ଇଷ୍ଟର ସଭାପତି ଡକ୍ଟର ପ୍ରଦିପ୍ତ କୁମାର  ପଟ୍ଟନାୟକ  ପରିଚାଳନା କରିଥିବା ବେଳେ ରୋଟାରୀ କ୍ଲବ ନୟାଗଡ଼  ଓ ବ୍ରହ୍ମପୁର ରୋଟାରୀ କ୍ଲବର ସଦସ୍ୟ ମାନେ ସହଯୋଗ କରିଥିଲେ । ହିତାଧିକାରୀ ମାନେ ମୋବାଇଲ ନଂ ୯୨୩୮୫୬୧୨୩୩/ ୯୯୩୭୪୭୨୫୧୬ରେ କଲ୍ କରି ପଞ୍ଜୀକରଣ କରିପାରିବେ ବୋଲି ରୋଟାରୀ ତରଫରୁ ସୂଚନା ଦିଆଯାଇଛି । ଏହି ଶିବିରରେ ବହୁ ଜନସାଧାରଣ ପଞ୍ଜିକରଣ କରି ଏସବୁ ଫାଇଦା ଉଠାଇବାକୁ ଅନୁଷ୍ଠାନ ତରଫରୁ ଅନୁରୋଧ କରାଯାଇଛି ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 15, 2025 October 15, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ଯତ୍ନ ଓ ସୁରକ୍ଷା ଆବଶ୍ୟକ ଶିଶୁଙ୍କ ପାଇଁ ଶିକ୍ଷଣୀୟ କ୍ଷେତ୍ର ପରିଦର୍ଶନ
ଜିଲ୍ଲା ଖବର
ନାଟୁଗାଁରେ ମୁକୁଳା ପଡ଼ିଛି ବିଦ୍ୟୁତ୍ ଟ୍ରାନ୍ସଫର୍ମର: ଟିପିସିଓଡିଏଲ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଚିଠି ଲେଖିଲେ ଅରୁଣ
ଆଞ୍ଚଳିକ ଖବର
ବରିଷ୍ଠ ଆଇନଜୀବୀ ଜୟଦେବ ନାୟକଙ୍କ ବିୟୋଗରେ ନୟାଗଡ଼ ଜିଲ୍ଲା ଓକିଲ ସଂଘର ଶୋକସଭା
ଆଞ୍ଚଳିକ ଖବର
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବରସ୍ବାସ୍ଥ୍ୟ

ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ଅଭିଯୋଗ;ଖୁବ୍‌ଶୀଘ୍ର ୪ ଜଣ ଡାକ୍ତରଙ୍କ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ:ବିଧାୟକ

Odisha Lekha August 31, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର:ରୋଗୀଙ୍କୁ ମିଳୁନି ବେଡସିଟ୍ !

Odisha Lekha August 31, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ଲାଇଫ୍ କେୟାର ଡାଇଗ୍ନୋଷ୍ଟିକ୍‌ରେ ଅଲଟ୍ରାସାଉଣ୍ଡ କରୁଥିବା ସରକାରୀ ଡାକ୍ତରଙ୍କୁ ନେଇ ଅଭିଯୋଗ:ନୟାଗଡ଼ରେ ଚାଲିଛି ବେଲଗାମ ରୋଗୀ ଶୋଷଣ:କଂଗ୍ରେସ

Odisha Lekha August 29, 2026
ସ୍ବାସ୍ଥ୍ୟ

ସାୟେସା ଜନ୍ମଦିନରେ ମାଗଣା ସ୍ୱାସ୍ଥ୍ୟ ପରାମର୍ଶ:ଆଣ୍ଠୁ ଗଣ୍ଠି ଯନ୍ତ୍ରଣାରୁ ଉପଶମ ନେଲେ ଶତାଧିକ ରୋଗୀ

Odisha Lekha June 30, 2026
ସ୍ବାସ୍ଥ୍ୟ

ସାଇ ହେଲଥ କେୟାର ଓ ଫିଜିଓ ଥେରାପି କ୍ଲିନିକ୍ ଉଦଘାଟିତ

Odisha Lekha March 20, 2026
ସ୍ବାସ୍ଥ୍ୟ

ନୟାଗଡ଼ରେ ଗାଲାକ୍ସି ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର: ଗୋଟିଏ ବର୍ଷ ଶହେ କୋଟିରୁ ଉର୍ଦ୍ଧ୍ୱ ବ୍ୟବସାୟ କରି ମାଇଲଖୁଣ୍ଟ ଛୁଇଁଛି ଗାଲାକ୍ସି ସ୍ୱାସ୍ଥ୍ୟ ବୀମା କମ୍ପାନୀ

Odisha Lekha March 6, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?