Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ଇକ୍ୟୁଟେବଲ ଗ୍ଲୋବାଲ ହେଲଥ କେୟାର ଫାଉଣ୍ଡେସନ୪ଜଣିଆ ଟିମର ନୟାଗଡ଼ ଗସ୍ତ:ଏଆଇ ମାଧ୍ୟମରେ ଚିକିତ୍ସା କରିବେ ଡାକ୍ତର

Published October 16, 2025 ସ୍ବାସ୍ଥ୍ୟ
Oplus_16908288
SHARE

ନୟାଗଡ଼, (ଓଡ଼ିଶା ଲେଖା): ନୂତନ ଜ୍ଞାନ କୌଶଳ ଏଆଇ ମାଧ୍ୟମରେ ଏଣିକି ହେବ ଚିକିତ୍ସା । ଏହାର ପଦ୍ଧତି ବିଷୟରେ ବିସ୍ତୃତ ଭାବେ ଆଲୋଚନ କରିବା ପାଇଁ, ଏକ ଚାରି ଜଣିଆ ଟିମ ନୟାଗଡ଼ ଗସ୍ତ କରିଥିବା ଜଣାପଡ଼ିଛି । ନୟାଗଡ଼ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ଅଧିକାରୀ ଡ଼ ସୁଶାନ୍ତ କୁମାର ଦାଶଙ୍କ ନେତୃତ୍ବରେ ନୋଇଡା ଇକ୍ୟୁଟେବଲ ଗ୍ଲୋବାଲ ହେଲଥ କେୟାର ଫାଉଣ୍ଡେସନ ପକ୍ଷରୁ ୪ ଜଣିଆ ଟିମ ଗୁରୁବାର ପୂର୍ବାହ୍ନରେ ଖଣ୍ଡପଡ଼ା ବ୍ଲକ ଅଧିନ ବନମାଳିପୁର ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗ୍ରସ୍ତ କରିଥିଲ । ଏ ଅବସରରେ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ସେଠାରେ ଉପସ୍ଥିତ ରହି ଏଆଇ କାର୍ଯ୍ୟ ପଦ୍ଧତିକୁ ଅନୁଧ୍ୟାନ କରିବା ସହ ରୋଗୀଙ୍କୁ ଏହା କେତେ ସହାୟକ ହେବ ଉପଲବ୍ଧି କରିଥିଲେ। ଗ୍ଲୋବାଲ ଫାଉଣ୍ଡେସନ ନିର୍ଦ୍ଦେଶକ ରିତେଶ ଏରୋନଙ୍କ କହିବା ଅନୁଯାୟୀ ଯେତେବେଳେ ଜଣେ ରୋଗୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆସି ନିଜ ରୋଗ ସମ୍ବନ୍ଧରେ ଡାକ୍ତରଙ୍କ ସହ ପରାମର୍ଶ କରିବେ ଉକ୍ତ ସମୟରେ ଏଆଇ ମାଧ୍ୟମରେ ମୋବାଇଲ ନମ୍ବର, ବୟସ, ରୋଗର ତଥ୍ୟ, ବିଭିନ୍ନ ପରୀକ୍ଷା, ଔଷଧ ଏବଂ ପୁନର୍ବାର କେବେ ଡାକ୍ତରଙ୍କୁ ସାକ୍ଷାତ କରିବେ ଏ ସମସ୍ତ ତଥ୍ୟ ଡାକ୍ତରଙ୍କ କମ୍ପୁଟର ବା ଲାପଟପରେ ରେକର୍ଡ ଭୁକ୍ତ ହେବା ସହ ରୋଗୀର ମୋବାଇଲରେ ମେସେଜ ମାଧ୍ୟମରେ ସୁରକ୍ଷିତ ପ୍ରମାଣ ରହିବ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 16, 2025 October 16, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ ପ୍ୟାଲେସରେ ଦାଣ୍ଡିଆ ନୃତ୍ୟ ଉତ୍ସବ:ଗୀତର ତାଳେ ତାଳେ ଝୁମିଲେ ହଜାର ହଜାର ମହିଳା
ଜିଲ୍ଲା ଖବର ମନୋରଞ୍ଜନ
ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା:ମୁଖ୍ୟ ଅଭିଯୁକ୍ତ ଜିତେନ ଗିରଫ:ଭୁବନେଶ୍ୱରରୁ ଧରି ଘଟଣାର ସିନ୍‌ ରିକ୍ରିଏସନ୍‌ କରାଇଲା ରଣପୁର ପୋଲିସ
ଅପରାଧ
ପିସିସି ଓବିସି ସେଲ୍‌ର ରାଜ୍ୟ ଉପାଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ କମଳ
ଜିଲ୍ଲା ଖବର ରାଜନୀତି
ବାଲୁଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା:ବିନା ଅନୁମତିରେ ଡାକ୍ତର ଅନୁପସ୍ଥିତ:ସିଡିଏମ୍‌ଓଙ୍କ ଛାନଭିନ୍‌ ଆରମ୍ଭ
ଆଞ୍ଚଳିକ ଖବର

ଅଧିକ ପଢନ୍ତୁ

ଆଞ୍ଚଳିକ ଖବରସ୍ବାସ୍ଥ୍ୟ

ଇଟାମାଟିରେ ରକ୍ତଦାନ ଶିବିର:୩୧ ୟୁନିଟ୍ ରକ୍ତ ସଂଗ୍ରହ

Odisha Lekha October 3, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଭାବେ ଦାୟିତ୍ୱ ନେଲେ ଡାକ୍ତର ବି.ଏସ୍. ରାଓ

Odisha Lekha September 24, 2026
ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତିସ୍ବାସ୍ଥ୍ୟ

ଭାପୁରରେ ସ୍ୱାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥା ନେଇ କଂଗ୍ରେସର ଦାବିପତ୍ର:ଏକ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୫ ଡାକ୍ତର: ମାସେ ଭିତରେ ସମାଧାନ ନହେଲେ ସତ୍ୟାଗ୍ରହର ଚେତାବନୀ

Odisha Lekha September 22, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ସ୍କାନ କରିବା ସମୟ ପଚାରିବାରୁ ଅଧିକାରୀଙ୍କ ଅସହଯୋଗ ଅଭିଯୋଗ:ଭିଡିଓ କରୁଥିବା ବେଳେ ମୋବାଇଲ ଛଡ଼ାଇବାକୁ ଉଦ୍ୟମ ଅଭିଯୋଗ: ନିରୁପାୟ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ

Odisha Lekha September 17, 2026
ଆଞ୍ଚଳିକ ଖବରସ୍ବାସ୍ଥ୍ୟ

ସ୍ୱାସ୍ଥ୍ୟ ପରାମର୍ଶ ଶିବିର ଉଦ୍‌ଘାଟିତ

Odisha Lekha September 13, 2026
ଜିଲ୍ଲା ଖବରସ୍ବାସ୍ଥ୍ୟ

ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଅଲଟ୍ରାସାଉଣ୍ଡ ଗୃହରେ ତାଲା ! ସରକାରୀ ମେସିନ ଅଚଳ:ଘରୋଇ କ୍ଲିନିକ୍‌ରେ ପ୍ରସୂତି ମହିଳାଙ୍କ ଲମ୍ବା ଲାଇନ

Odisha Lekha September 5, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?