Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ନୂଆପଡ଼ା ଉପ ନିର୍ବାଚନ: ବିଧାୟକ ଓ ବରିଷ୍ଠ ନେତାଙ୍କୁ ଦାୟୀତ୍ଵ ବାଣ୍ଟିଲେ ବିଜେଡ଼ି ସୁପ୍ରିମୋ

Published October 17, 2025 ରାଜନୀତି ରାଜ୍ୟ ଖବର
SHARE

ଓଡ଼ିଶା ଲେଖା ଅଫିସ୍: ନୂଆପଡ଼ା ଉପ ନିର୍ବାଚନ ମୈଦାନକୁ ମହିଳା କାର୍ଡ ପଠାଇଛନ୍ତି ନବୀନ । ନବୀନ ନିର୍ବାଚନ ଷ୍ଟୋକ୍ ଦେଖି ବିଜେପି ଓ କଂଗ୍ରେସ ଛାନିଆ । ଉପ ନିର୍ବାଚନ ପାଇଁ ଉଭୟ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝି ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ବିଜେପିର ଜୟ ଢୋଲକିଆ ଆଜି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ସେପଟେ ବିଜେଡ଼ି ରାଜ୍ୟ ସଭାନେତ୍ରୀ ସ୍ନେହାଙ୍ଗିନି ଛୁରିଆଙ୍କୁ ପ୍ରାର୍ଥୀ କରିଛି । ନିର୍ବାଚନ ଲଢେଇ ଜୋରଦାର ଦେଖିବାକୁ ମିଳିଛି । ତେବେ ଆଜି ବିଜେଡ଼ି ନୂଆପଡ଼ା ଉପ ନିର୍ବାଚନ ପାଇଁ ବିଧାୟକ ଓ ବରିଷ୍ଠ ନେତାଙ୍କୁ ନୂଆପଡ଼ା ବ୍ଲକ୍, ଏନଏସି, କୋମନା ବ୍ଳକ ଓ ଖରିଆ ରୋଡ଼ ଏନଏସିରେ ସଂଗଠନ ସୃଦୁଢ଼ କରିବା ପାଇଁ ଦାୟୀତ୍ଵ ବଣ୍ଟନ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ନିରଞ୍ଜନ ପୂଜାରୀ, ସଞ୍ଜୟ ଦାସବର୍ମା, ଡ଼ ଅରୁଣ କୁମାର ସାହୁ, ପ୍ରତାପ ଜେନା, ଦିବ୍ୟଶଙ୍କର ମିଶ୍ର, ପ୍ରିତିରଞ୍ଜନ ଘଡେଇ, ଧୃବ ସାହୁ, ମନୋହର ଗାନ୍ଧାରୀ, ପ୍ରଦୀପ ଦିଶାରି, ତୁଷାରକାନ୍ତି ବେହେରା, ବ୍ରଜକିଶୋର ପ୍ରଧାନ, ରମେଶ ଚନ୍ଦ୍ର ବେହେରା, ସାରଦା ପ୍ରସନ୍ନ ଜେନା, ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ସୁଦର୍ଶନ ହରିପାଲ, ପ୍ରଶାନ୍ତ କୁମାର ବେହେରା, ଦେବି ରଞ୍ଜନ ତ୍ରିପାଠୀ ଓ ନିହାର ରଞ୍ଜନ ବେହେରାଙ୍କ ଭଳି ୧୮ଜଣ ନେତାଙ୍କୁ ନୂଆପଡ଼ା ବ୍ଲକର ଦାୟୀତ୍ଵ ଦେଇଥିବା ବେଳେ ଅତନୁ ସବ୍ୟସାଚୀ ନାୟକ, ସାରଦା ପ୍ରସାଦ ନାୟକ, ଦେବେଶ ଆଚାର୍ଯ୍ୟ, ମନୋରମା ମହାନ୍ତି, ଦିପାଳି ଦାସ, ଆୟୁବ୍ ଖାଁ, ରିତା ସାହୁ ଓ ସ୍ୱରୂପ ଦାସଙ୍କୁ ନୂଆପଡ଼ା ଏନଏସି ଦାୟୀତ୍ଵ ଦିଆଯାଇଛି । ସେହିପରି କୋମନା ବ୍ଲକ୍ ପାଇଁ ପ୍ରଣବ ପ୍ରକାଶ ଦାସ, ପ୍ରତାପ ଦେବ, ଅଧିରାଜ୍ ପାଣିଗ୍ରାହୀ, ପୁଷ୍ପେନ୍ଦ୍ର ସିଂହଦେଓ, ଯୋଗେସ ସିଂ, ରବୀନ୍ଦ୍ର ନାୟକ, ନିଳକଣ୍ଠ ପ୍ରଧାନ, ବ୍ୟୋମକେଶ ରାୟ, ଶୁଶାନ୍ତ କୁମାର ରାଉତ, ଶୁବାଶିଷ ଖୁଣ୍ଟିଆ, ଜଗନ୍ନାଥ ସାରକା, ସରୋଜ ମେହେର, ବିଶ୍ବରଂଜନ ମଲ୍ଲିକ, ଅବିନାଶ ସାମଲ, ଇସ୍ୱର ପାଣିଗ୍ରାହୀ, ରୋହିତ ଯୋସେପ ତିର୍କୀ ଓ ଉମାକାନ୍ତ ସାମନ୍ତରାୟଙ୍କୁ ନବୀନ ଦେଇଛନ୍ତି ଦାୟୀତ୍ଵ । ସେହିପରି ଭାବେ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ବିକ୍ରମ ପଣ୍ଡା, କଳିକେଶ ନାରାୟଣ ସିଂହଦେଓ, ପ୍ରଦ୍ୟୁମ୍ନ ତ୍ରିପାଠୀ, ଶୋଭିତ ବିଶ୍ୱାଳ, ଗୌତମ୍ ବୁଦ୍ଧ ଦାସ, ରୁଦ୍ର ପ୍ରସାଦ ମହାରଥୀଙ୍କୁ ଖରିଆ ରୋଡ଼ ଏନଏସି ଦାୟୀତ୍ଵ ଦେଇଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ।

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 17, 2025 October 17, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ରାଜ୍ୟ ଖବର

ବଦଳିଲେ ଓଡ଼ିଶା ସମେତ ୬ଟି ରାଜ୍ୟର ରାଜ୍ୟପାଳ:ବ୍ରଜମୋହନ ରାମଙ୍କୁ ଓଡ଼ିଶା ରାଜ୍ୟର ନୂଆ ଦାୟିତ୍ୱ

Odisha Lekha October 12, 2026
ରାଜ୍ୟ ଖବର

ନୟାଗଡ଼ ପ୍ରଜାମଣ୍ଡଳ ମହିଳା କଲେଜରେ ଉତ୍ତେଜନା:ପୋଲିସର ଭୂମିକାକୁ ନେଇ ବିଧାୟକ ଅରୁଣଙ୍କ କ୍ଷୋଭ :ଛାତ୍ର ସଂସଦ ନିର୍ବାଚନ ନାମାଙ୍କନକୁ ନେଇ ବିବାଦ:ଅନିର୍ଦ୍ଦିଷ୍ଟ କାଳ ପାଇଁ ‘ସାଇନ୍-ଏ-ଡାଏ’ ଘୋଷଣା କଲା ପ୍ରଶାସନ

Odisha Lekha October 9, 2026
ରାଜନୀତି

୮ ଅକ୍ଟୋବର ଓଡ଼ିଶା ବନ୍ଦ ପାଇଁ ନୟାଗଡ଼ରେ ଇଣ୍ଡିଆ ମେଣ୍ଟର ପ୍ରସ୍ତୁତି ବୈଠକ:୩ରେ ବ୍ଲକସ୍ତରୀୟ ବୈଠକ, ୬ରେ ପଦଯାତ୍ରା ଓ ୭ରେ ମଶାଲ ଶୋଭାଯାତ୍ରା

Odisha Lekha October 2, 2026
ରାଜ୍ୟ ଖବର

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

Odisha Lekha October 2, 2026
ରାଜନୀତି

ବିଜେଡିର ମିଡିଆ ସେଲ୍ ପୁନର୍ଗଠିତ:ବିଭିନ୍ନ ଦାୟିତ୍ୱରେ  ନେତାଙ୍କୁ ନୂଆ ନିଯୁକ୍ତି:ଅରୁଣଙ୍କୁ ମିଳିଲା ମୁଖ୍ୟ ସଂଯୋଜକ ଦାୟୀତ୍ୱ

Odisha Lekha October 2, 2026
ରାଜ୍ୟ ଖବର

ମହାନଦୀ ଜଳ ବିବାଦ:ଆଜି ଦିଲ୍ଲୀରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

Odisha Lekha October 1, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?