Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ଅପରାଧ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

OTET ବାତିଲ ଘଟଣାରେ ୬ ଅଧିକାରୀଙ୍କ ବଦଳି

Published July 26, 2025 ରାଜ୍ୟ ଖବର
SHARE

ସ୍ୱତନ୍ତ୍ର ଓଡିଇଟି ପରୀକ୍ଷା ବାତିଲ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବୋର୍ଡ କାର୍ଯ୍ୟାଳୟର ଅତିରିକ୍ତ ସମ୍ପାଦକଙ୍କ ସମେତ ୬ ଅଧିକାରୀଙ୍କ ବଦଳି ହୋଇଥିବା ସୂଚନା ମିଳିଛି । ବୋର୍ଡ କାର୍ଯ୍ୟାଳୟର ଅନ୍ୟ ବିଭାଗକୁ ବଦଳି ହେଲେ ୬ ଅଧିକାରୀ ।ଘଟଣାର ୬ ଦିନ ପରେ ବି ପରୀକ୍ଷା କେବେ ହେବ ସ୍ପଷ୍ଟ କରାଯାଇ ନାହିଁ । ସୂଚନାମୁତାବକ ଜୁଲାଇ ୨୦ରେ ହେବାକୁ ଥିବା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘୋଷଣା କରାଯାଇଥିଲା । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE)ଙ୍କୁ ଏହା ପରିଚାଳିତ ହେଉଥିଲା । କିନ୍ତୁ ପରୀକ୍ଷାର କିଛି ଘଣ୍ଟା ପୂର୍ବରୁ ହିଁ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି । ଯାହା ଫଳରେ ବାଧ୍ୟ ହୋଇ ରାତି ଅଧରେ ପରୀକ୍ଷା ସ୍ଥଗିତ ରଖାଯିବା ନେଇ ବୋର୍ଡ ପକ୍ଷରୁ ନୋଟିସ୍ ଜାରି କରାଯାଇଥିଲା । ପ୍ରାୟ ୭୫ ହଜାର ପରୀକ୍ଷାର୍ଥୀ ନିରାଶ ହୋଇଥିଲେ । ପ୍ରଶ୍ନ ପତ୍ର ପ୍ରିଣ୍ଟ କରାଯାଇଥିବା ସ୍ଥାନରୁ ହିଁ ପ୍ରଶ୍ନ ପତ୍ର ଲିକ୍ ହୋଇଥିବା କୁହାଯାଉଥିଲା ।

Preloader Image
IMG-20260815-WA0003
IMG-20260108-WA0001
odishalekha July 26, 2025 July 26, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ବ୍ରହ୍ମପୁରରେ ଓଡ଼ିଶା ଡିଜିଟାଲ ମିଡ଼ିଆ ମହାସଂଘର କ୍ଲଷ୍ଟରସ୍ତରୀୟ ପ୍ରଶିକ୍ଷଣ ଶିବିର:ଡିଜିଟାଲ ମିଡ଼ିଆର ସୁଯୋଗ, ସମ୍ଭାବନା, ଆହ୍ୱାନ ଓ ଦାୟିତ୍ୱବୋଧ ଉପରେ ଆଲୋଚନା
ଜିଲ୍ଲା ଖବର
ନରସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବ ଅଭିଯୋଗ;ଖୁବ୍‌ଶୀଘ୍ର ୪ ଜଣ ଡାକ୍ତରଙ୍କ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ:ବିଧାୟକ
ଆଞ୍ଚଳିକ ଖବର ସ୍ବାସ୍ଥ୍ୟ
“ସହର ଆମର, ସମ୍ପତ୍ତି ଆମର;ସ୍ୱଚ୍ଛତା ଓ ସୁରକ୍ଷା ଦାୟିତ୍ୱ ମଧ୍ୟ ଆମର”:ଅରୁଣ
ଜିଲ୍ଲା ଖବର
ସମ୍ପାଦକୀୟ: ନୟାଗଡ଼ର ସବୁଜ ବନାନୀ, ସୁରକ୍ଷା ଆମର ଦାୟିତ୍ୱ
ସ୍ୱତନ୍ତ୍ର ଖବର

ଅଧିକ ପଢନ୍ତୁ

ରାଜନୀତିରାଜ୍ୟ ଖବର

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ;ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା:୧୦ ପ୍ରଶ୍ନର ଜବାବ୍ ମାଗିଲେ ଅରୁଣ

Odisha Lekha August 30, 2026
ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ସୌମ୍ୟ ରଞ୍ଜନ:ସାହସିକତା ପାଇଁ ପାଇଲେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର

Odisha Lekha August 30, 2026
ରାଜନୀତିରାଜ୍ୟ ଖବର

ଅପାରଗ ଜିଲ୍ଲା ପ୍ରଶାସନ:ଜିଲ୍ଲା ପରିଷଦ ସଦସ୍ୟଙ୍କୁ ସରକାରୀ କାର୍ଯ୍ୟକ୍ରମରେ ନିମନ୍ତ୍ରଣ, ଅନ୍ୟପଟେ ଥାନାରେ ଅଟକ ରଖିବାକୁ ନିର୍ଦ୍ଦେଶ: ଥାନା ସମ୍ମୁଖରେ ବିଜେଡ଼ି ନେତା ଓ କର୍ମୀଙ୍କ ଧାରଣା

Odisha Lekha August 28, 2026
ରାଜ୍ୟ ଖବର

ସଂଖ୍ୟାଲଘୁ ସେଲ: ନିଯୁକ୍ତ ହେଲେ ସାଂଗଠନିକ ସଭାପତି ଓ ସାଧାରଣ ସମ୍ପାଦକ

Odisha Lekha August 26, 2026
ରାଜ୍ୟ ଖବର

ବନ୍ୟା ପ୍ରଭାବିତ ଲୋକଙ୍କ ସମସ୍ୟା ବୁଝିବେ ନେତା:୩ନେତାଙ୍କୁ ଦାୟିତ୍ବ ଦେଲେ ନବୀନ

Odisha Lekha August 17, 2026
ରାଜ୍ୟ ଖବର

ବିଜେପି ନେତାଙ୍କୁ ସାମ୍ବାଦିକ ସମ୍ମିଳନୀରେ ଧୋଇଲେ ଅରୁଣ:ବିଜେପି ସରକାର ଏବେ ପେପର୍ ଲିକ୍ ସରକାର:ଅରୁଣ

Odisha Lekha July 22, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?