Odisha LekhaOdisha Lekha
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
Aa
Odisha LekhaOdisha Lekha
Aa
  • ରାଜ୍ୟ ଖବର
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • ରାଜ୍ୟ ଖବର
    • ଦୁର୍ଘଟଣା
    • ରାଜନୀତି
    • ସ୍ୱତନ୍ତ୍ର ଖବର
    • ଆଞ୍ଚଳିକ ଖବର
    • ଅପରାଧ
  • ଦେଶ ବିଦେଶ
  • ସ୍ବାସ୍ଥ୍ୟ
  • ଆଧ୍ୟାତ୍ମିକ
  • ମନୋରଞ୍ଜନ
  • ଗଳ୍ପ ଓ କବିତା
    • ଶିକ୍ଷା ଓ ନିଯୁକ୍ତି
  • ଖେଳ
  • ବାଣିଜ୍ୟ
  • ଜିଲ୍ଲା ଖବର
  • Home
  • Contact Us
  • About Us
© 2026 -Odisha Lekha. All Rights Reserved.

ମଣ୍ଡଳୀ ସ୍ତରୀୟ ଶିଶୁ ସୁରଭି ମହୋତ୍ସବ

Published October 17, 2025 ଶିକ୍ଷା ଓ ନିଯୁକ୍ତି
SHARE

ନରସିଂହପୁର, (ଓଡ଼ିଶା ଲେଖା): ନରସିଂହପୁର ଗୋଷ୍ଠୀ ଶିକ୍ଷା କେନ୍ଦ୍ର ଅନ୍ତର୍ଗତ ଅଲରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମଣ୍ଡଳ ସ୍ତରୀୟ ଶିଶୁ ସୁରଭି ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ କଟକ ଜିଲ୍ଲା ପରିଷଦ ଅଧ୍ୟକ୍ଷ କିଶୋର ଚନ୍ଦ୍ର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆଜିର ଶିଶୁ ସୁରଭି ମହୋତ୍ସବକୁ ଉଦଘାଟନ କରି ଆୟୋଜିତ ସଭାରେ ଯୋଗା ଦେଇଥିଲେ । ଶିକ୍ଷା ସହ ସାଂସ୍କୃତିକ କାର୍ଯ୍ୟକ୍ରମ କିପରି ଭାବେ ପରିପୂରକ ଭାବେ ଜଡ଼ିତ ସେ ଉପରେ ବକ୍ତବ୍ୟ ରଖିଥିଲେ ।

ଉକ୍ତ ମହୋତ୍ସବରେ ମୁଖ୍ୟଅତିଥି ଶ୍ରୀଯୁକ୍ତ ମିଶ୍ରଙ୍କ ସହ ନରସିଂହପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ସସ୍ମିତା ଜେନା ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଉପାଧ୍ୟକ୍ଷ ନାରାୟଣ ନାୟକ, କଟକ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ମୁଖ୍ୟ ନିରଞ୍ଜନ ସାହୁ ଅନ୍ୟତମ ଅତିଥି ଭାବେ ଯୋଗ ଦେଇ ଛାତ୍ର ଛାତ୍ରୀଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ପ୍ରଦାନ କରିଥିଲେ ।

ବିଭିନ୍ନ ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିବା ଜଣାପଡିଛି । ଉକ୍ତ କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ସମ୍ପାଦନା କରିବା ପାଇଁ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ସହ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ଥିଲେ ।

ରିପୋର୍ଟ-ଓଡ଼ିଶା ଲେଖା ଅଫିସ୍

Preloader Image
IMG-20260815-WA0003
IMG-20260108-WA0001
Odisha Lekha October 17, 2025 October 17, 2025
Share This Article
Facebook Twitter Whatsapp Whatsapp
What do you think?
Love0
Sad0
Happy0
Angry0
Surprise0
Dead0
Wink0
ନୟାଗଡ଼ କଲେଜ ଛାତ୍ର ସଂସଦ ନିର୍ବାଚନ ଫଳ ପ୍ରକାଶ:ବାଜି ମାରିଲା ବିଜୁ ଛାତ୍ର ଜନତା ଦଳ, ସଭାପତି କାର୍ତ୍ତିକ ମହାନ୍ତି ଓ ସମ୍ପାଦକ ସୁଭମ ପ୍ରକାଶ ପଣ୍ଡା
ଜିଲ୍ଲା ଖବର
ବିଜେପି କର୍ମୀଙ୍କ ଆକ୍ରମଣ ପ୍ରତିବାଦରେ ଏସ୍‌ପି କାର୍ଯ୍ୟାଳୟ ଆଗରେ କଂଗ୍ରେସର ଧାରଣା :ପ୍ରହଲ୍ଲାଦଙ୍କ ଅବସ୍ଥା ଗୁରୁତର:ଶାଶ୍ୱତଆହାତ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍ : ସରିଲା ମତଦାନ, ଫଳାଫଳକୁ ଅପେକ୍ଷା:ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ୭୬.୫୩% ମତଦାନ
ଜିଲ୍ଲା ଖବର
ଛାତ୍ର ସଂସଦ ନିର୍ବାଚନ ଅପଡେଟ୍: ଅପରାହ୍ନ ୧ଟା ସୁଦ୍ଧା ୭0% ମତଦାନ
ଜିଲ୍ଲା ଖବର

ଅଧିକ ପଢନ୍ତୁ

ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତି

ବଦଳିଲେନୟାଗଡ଼ ଜିଲ୍ଲାରେ ଦୁଇ ବିଇଓ, ଜଣଙ୍କ ପଦବୀ ବଳବତ୍ତର

Odisha Lekha September 26, 2026
ଜିଲ୍ଲା ଖବରଶିକ୍ଷା ଓ ନିଯୁକ୍ତିସ୍ବାସ୍ଥ୍ୟ

ଭାପୁରରେ ସ୍ୱାସ୍ଥ୍ୟ ଓ ଶିକ୍ଷା ବ୍ୟବସ୍ଥା ନେଇ କଂଗ୍ରେସର ଦାବିପତ୍ର:ଏକ ଲକ୍ଷ ଲୋକଙ୍କ ପାଇଁ ମାତ୍ର ୫ ଡାକ୍ତର: ମାସେ ଭିତରେ ସମାଧାନ ନହେଲେ ସତ୍ୟାଗ୍ରହର ଚେତାବନୀ

Odisha Lekha September 22, 2026
ରାଜ୍ୟ ଖବରଶିକ୍ଷା ଓ ନିଯୁକ୍ତି

କ୍ୟାପିଟାଲ ଆଇନ ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ ଓ ପରିବେଶ ସୁରକ୍ଷା ଅଭିଯାନ

Odisha Lekha September 8, 2026
ଶିକ୍ଷା ଓ ନିଯୁକ୍ତି

ଜୟପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ଥାୟୀ ଶିକ୍ଷକ ନିଯୁକ୍ତି ଦାବି:ଡିଇଓ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା

Odisha Lekha September 7, 2026
ଶିକ୍ଷା ଓ ନିଯୁକ୍ତି

ସାଇ ଶିକ୍ଷା ନିକେତନର ଦ୍ୱିତୀୟ ବାର୍ଷିକ ଉତ୍ସବ:ଅଭିଭାବକଙ୍କ ସକ୍ରିୟ ଭୂମିକା ଛାତ୍ରଛାତ୍ରୀଙ୍କ ସଫଳତାର ମୁଖ୍ୟ ଆଧାର:ଅରୁଣ

Odisha Lekha September 6, 2026
ଆଞ୍ଚଳିକ ଖବରଶିକ୍ଷା ଓ ନିଯୁକ୍ତି

ସପ୍ତମ ଶ୍ରେଣୀ ପ୍ରଶ୍ନ ବ୍ୟାଙ୍କ ପ୍ରସ୍ତୁତି ପାଇଁ ୩ ଦିନିଆ କର୍ମଶାଳା

Odisha Lekha September 4, 2026
Show More
Follow US
© 2025 -Odisha Lekha. All Rights Reserved.
  • Home
  • Contact Us
  • About Us
Welcome Back!

Sign in to your account

Lost your password?